ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୦୪-୦୪-୨୦୨୧ )

ମେଷ : କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଉପୁଜିପାରେ। ସାଂସାରିକ ଧର୍ମାଦି କାମରେ ବ୍ୟୟ କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ :କର୍ମକ୍ଷେତ୍ରରେ ଅସହଯୋଗ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରୀରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ: କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ପରିଶ୍ରମୀ ହେବେ। କଳା,ବିଜ୍ଞାନ, ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ: କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା :ଉଦଯୋଗ କରି ସଫଳ ହେବେ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣି

ତୁଳା :ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା :ଦେହ ଓ ମନ ଭଲ ରହିବ ନାହିଁ। ଆର୍ଥିକ ଚିନ୍ତା ରହିବ। ମହିଳାମାନେ ହତାଦର ହେବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ :ଦିନଟିରେ ହସ ଖୁସିରେ ଆସର ଜମିପାରେ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ଯଶକିର୍ତ୍ତୀ ପାଇବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ମକର :କେତେକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଦୂରଯାତ୍ରା କରିବେ। ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ :କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ। ସାଂସାରିକ ଉତ୍ତେଜନା ରହିବ। ପ୍ରଶାସନିକ ସମ୍ମାନିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମୀନ :କାର୍ଯ୍ୟ ସିଦ୍ଧି ସହ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳ ହେବ। ପ୍ରଶାସନିକ ପ୍ରଭାବଶାଳୀ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

Leave A Reply

Your email address will not be published.