ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଚିନ୍ତା ବଢାଇଲା ଓମିକ୍ରନ: ପୁଣି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର: ଚିନ୍ତା ବଢାଇଲା ଓମିକ୍ରନ। ପୁଣି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ ।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି । ସମ୍ପୃକ୍ତ ୫ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଥିବା ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ମାମଲା ସାମ୍ନାକୁ ଆସିଥିଲା । ମାତ୍ର ୧୦ ଦିନ ଭିତରେ  ୧୪ ଜଣ ସଂକ୍ରମିତ ରାଜ୍ଯରେ ଚିହ୍ନଟ ହେଲେଣି ।

Leave A Reply

Your email address will not be published.