ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୦୫-୦୯-୨୦୨୧ )

ମେଷ: କର୍ମକ୍ଷେତ୍ରର ସହଯୋଗ ପାଇ ଆଗେଇବେ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ: କୌଣସି ବଡ ଧରଣର କାର୍ଯ୍ଯ ତୁଲାଇବେ। ମହିଳାମାନେ ସ୍ବାଭିମାନୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟବସାୟୀ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ: କୌଣସି ବିଷୟକୁ ନେଇ ବିଚଳିତ ରହିବେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ସଫଳତା ପାଇବେ।।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ: ବହୁ ଚେଷ୍ଟା କରି କିଛି ସୁଫଳ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା: ସମାଜରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ମହିଳାମାନେ ସୁଖୀ ରହିବେ।ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା: କର୍ମକ୍ଷେତ୍ରରେ ସୁନାମ ପାଇବେ। ମହିଳାମାନେ ରକ୍ଷଣଶୀଳ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ୟ୍ୟ ହେବେ।ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: ଦିନଟି ଅନିଶ୍ଚିତତା କାରଣରୁ କାର୍ଯ୍ଯ ସ୍ଥଗିତ ରହିପାରେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ହଳଦିଆ

ଧନୁ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ମହିଳାମାନେ ଅପଯଶ ପାଇବେ। ଚାକିରିରେ ଶତୃବୃଦ୍ଧି ହେବେ। ପ୍ରଶାସନିକ ଅଭିଯୋଗ ଆସିପାରେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ମକର: ଦିନଚର୍ଯ୍ଯା ବିଳାସପୂର୍ଣ୍ଣ ରହିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: କର୍ମକ୍ଷେତ୍ରରେ ଦୃଢମନା ରହିବେ। ଶତୃମାନେ ପ୍ରଶମିତ ହେବେ।ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ: କର୍ମକ୍ଷେତ୍ରରେ ବିରୁଦ୍ଧାଭାଷ ରହିବ। ମହିଳାମାନେ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ହେବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.