ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କର ଦର୍ଶନ କଲେ ୫-ଟି ସଚିବ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କର ଚାଲିଛି ଚୈତ୍ର ଯାତ୍ରା । ଆଜି ମା’ଙ୍କ ଚୈତ୍ର ଯାତ୍ରାର ଶେଷ ମଙ୍ଗଳବାର । ଏହି ଅବସରରେ ମା’ଙ୍କୁ ଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ୫-ଟି ସଚିବଙ୍କ ସହ ତାଙ୍କ ଧର୍ମପତ୍ନୀ ମଧ୍ୟ ମା’ଙ୍କୁ ଦର୍ଶନ କରିଛନ୍ତି । ୫-ଟି ସଚିବଙ୍କ ଗସ୍ତ ସମୟରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସପି ବ୍ରିଜେଶ ରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.