ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କଲେ 5ଟି ସଚିବ ଭି.କେ ପାଣ୍ଡିଆନ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ 5ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସକାଳୁ ସେ ସପତ୍ନୀକ ପୁରୀ ଆସି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ସେ ପୁରୀ ପହଞ୍ଚି ଶ୍ରୀମନ୍ଦିରକୁ ଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ବେଢା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପରେ ଦର୍ଶନ ସାରି ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡିଛି । ସାଙ୍ଗରେ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦେଶୀକ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ଆସିଥିଲେ।

Leave a comment