ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରୀକ୍ଷେତ୍ରରେ 5T ସଚିବ, ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ରୋଷଘର ମରାମତିର କଲେ ସମୀକ୍ଷା

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ପାଣ୍ଡିଆନ । ଶ୍ରୀମନ୍ଦିର ରୋଷ ଘର ମରାମତି କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ ।

ଶ୍ରୀମନ୍ଦିରର ବିକାଶ ପାଇଁ ସେବାୟତଙ୍କ ସହ ଆଲୋଚନା କରିଥିଲେ 5T ସଚିବ । ଏହି ଅବସରରେ ମିଶନ ଶକ୍ତି କମିଶନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘଦିନରୁ ପ୍ରତି ଶନିବାର ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭି କେ ପାଣ୍ଡିଆନ ।

Leave A Reply

Your email address will not be published.