ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ

ପୁରୀ: ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ । ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି 5T ସଚିବ । ବେଢା ପରିକ୍ରମା ସହ ବିଭିନ୍ନ ପାର୍ଶ୍ବ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଛନ୍ତି ପାଣ୍ଡିଆନ। ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ଆଲୋଚନା କରିଥିବା ଜଣାପଡିଛି । ଗସ୍ତ ଅବସରରେ 5T ସଚିବଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

Leave A Reply

Your email address will not be published.