ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ ( ୦୫ – ୫ – ୨୦୨୨ )

ମେଷ: ଉଚ୍ଚ ଆଶା ପୂରଣ ହେବ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ମିଳିବ। ରାଜନୀତିରେ ନେତୃତ୍ବ ନେଇ ସଫଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ନିଷ୍ଠାବାନ୍‌ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ: ଆର୍ଥିକ ଯୋଜନା କରି ସଫଳ ହେବେ। ପଡ଼ୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ମିଥୁନ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କର୍କଟ: ଅନିଶ୍ଚିତତା କାରଣରୁ କାର୍ଯ୍ୟ ଅସଫଳ ହେବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍‌।

ଏଥିସହିତ ପଢ଼ନ୍ତୁ

ସିଂହ:ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲୋକପ୍ରିୟତା ହେବେ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

କନ୍ୟା:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା:ଦିନଟି ଅନୁଶାସନ ଭିତରେ କଟାଇବେ। ରାଜନୀତିରେ ସମ୍ମାନିତ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-କଳା।

ବିଛା: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଅସଫଳ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

ଧନୁ: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇ ସଫଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହତି ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ସିଲଭର୍‌।

ମକର: ଦୃଢ଼ ମନୋବଳ ଓ କାର୍ଯ୍ୟ ସଫଳ ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

କୁମ୍ଭ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ନୀଳ।

ମୀନ: ଅଯଥା ଝମେଲାରେ ଫସିଯାଇପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିନ୍ଦ୍ବନ୍ଦ୍ବୀ ବଢ଼ିେବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

Leave A Reply

Your email address will not be published.