ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆନ୍ଧ୍ର ଗୁଣ୍ଟୁରରେ ଅଘଟଣ: ମାଛ ବନ୍ଧରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ୬ ଓଡିଆ ଦାଦନଙ୍କର ମୃତ୍ୟୁ

ଗୁଣ୍ଟୁର: ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଲାଙ୍କାଭାନିଦିବାରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଆଘାତରେ ୬ ଜଣ ଦାଦନଙ୍କର ମୃତ୍ୟୁ ଘଟିଛି। ମୃତକ ୬ ଜଣ ରାୟଗଡ଼ା ଜିଲ୍ଲା ଗୁଣୁପୁର ଅଞ୍ଚଳର ବୋଲି ଜଣାପଡିଛି। ଚିଙ୍ଗୁଡ଼ି ବନ୍ଧରେ କାମ କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି ।

Leave A Reply

Your email address will not be published.