ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୦୬-୦୪-୨୦୨୧ )

ମେଷ:ଦଶମସ୍ଥ କାରଣରୁ ସବୁ କ୍ଷେତ୍ରରେ ସଫଳତା ପାଇବେ। ପ୍ରଶାସନିକ ଓ ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଅନ୍ୟ ପାଇଁ ସମସ୍ୟାରେ ପଡିବେ। ଚାକିରିରେ ଅସହଯୋଗ ମନେ ହେବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ହେବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମିଥୁନ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ। ପ୍ରଶାସନିକ ଅଭିଯୋଗ ଆସିପାରେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ବନ୍ଧୁ ସହଯୋଗ ପାଇ ଆଗେଇ ଚାଲିବେ। ସାଂସାରିକ ଉନ୍ନତି ସାଧନ ହେବ। ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ:କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ସାଂସାରିକ ଅସ୍ଥିରତା ଦେଖା ଦେବ। ରାଜନୀତିରେ ଉତ୍ତେଜନା ସ୍ଥିତି ରହିବ। ବାଣିଜ୍ୟରେ ପ୍ରତିକୂଳତା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖା ଦେବ। ମହିଳାମାନେ ଅପଯଶ ପାଇବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ପରିଶ୍ରମର ଫଳ ପ୍ରାପ୍ତି ହେବ। ଦାମ୍ପତ୍ୟରେ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ସାଂସାରିକ ଦୃଢମନା ରହିବେ। ପ୍ରଶାସନିକ ସକ୍ରିୟ ରହିବେ। ଚାକିରିରେ ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କିଛିଟା ବାଧା ଭିତରେ କାର୍ଯ୍ୟ ତୁଲାଇବେ। ବ୍ୟୟ ବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ଚନ୍ଦ୍ରଙ୍କ ସ୍ବପାରଗମନ ହେତୁ ସୁଖସନ୍ତୋଷ ଭିତରେ କଟିବ। ମହିଳାମାନେ ବସ୍ତ୍ରାଦି ଆଭୂଷଣ ପ୍ରାପ୍ତି ହୋଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କୁମ୍ଭ:ବହୁ ଚେଷ୍ଟା କରି ସଫଳ ହେବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ସ୍ବପ୍ନ ସାକାର ହେବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

Leave A Reply

Your email address will not be published.