ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୦୬ – ୦୨ – ୨୦୨୪ )

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଦିନଟି ମିଶ୍ରିତ ଫଳ ଦେବ। ପରୋପକାରରେ ନିଜକୁ ସାମିଲ କରିେବ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ନିଜଲୋକଙ୍କ ସହ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିେବ। ଆର୍ଥିକ ମାମଲାରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସମ୍ପର୍କୀୟଙ୍କୁ ଉଧାର ଦେଇ ପାରନ୍ତି।

କର୍କଟ: ବନ୍ଧୁଙ୍କ ସହଯୋଗ ମିଳିବ। ଜମି କ୍ରୟ କରିପାରନ୍ତି। ମହିଳାଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଘରକୁ ଅତିଥି ଆଗମନ କରିେବ। କାର୍ଯ୍ୟଭାର ବଢ଼ିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ପେଟଜନିତ ସମସ୍ୟା ଦେଖାଦେଇପାରେ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ ସଫଳତା ପାଇଁ କଠିନ ପରିଶ୍ରମ କରିେବ। ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ଦିନଟି ଶୁଭଫଳ ପ୍ରଦାନ କରିବ। ଗୁରୁଜନଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାରେ ରହିେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। କ୍ରୀଡ଼ାବିତ୍‌ ସଫଳ ହେବେ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ହେବ। ପ୍ରେମ ବ୍ୟାପାରରେ ସଫଳତା ମିଳିବ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ବିଶେଷ କାର୍ଯ୍ୟରୁ ଲାଭ ମିଳିବ।

Leave A Reply

Your email address will not be published.