ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସତ୍ୟନଗର ଶ୍ମଶାନରେ ନିୟୋଜିତ ଥିବା ୭ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ସତ୍ୟନଗର ଶ୍ମଶାନରେ ନିୟୋଜିତ ଥିବା ବିଏମସିର ୭ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ସମ୍ପୃକ୍ତ ୭ଜଣ ସଂକ୍ରମି ମଧ୍ୟରୁ ଜଣେ ରବିବାର ଦିନ ପଜିଟିଭ୍ ବାହାରିଥିଲେ। ଅନ୍ୟ ଦୁଇଜଣ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୪ ଜଣ ହୋମ୍ ଆଇସୋଲେସନରେ ରହିଛନ୍ତି। ତେବେ ସେମାନଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି। ବିଏମସି ପକ୍ଷରୁ ସେମାନଙ୍କ ସ୍ଥାନରେ ଆଉ ୭ ଜଣଙ୍କୁ ନିୟୋଜିତ କରାଯାଇଥିବା ଜଣାପଡ଼ିଛି

Leave A Reply

Your email address will not be published.