ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିପାତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ। ଏହି ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ୭ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଥିବା ସୂଚନା। DRG, STFର ମିଳିତ କମ୍ବିଂ ବେଳେ ମୁହାଁମୁହିଁ  ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକ-୪୭ ସମେତ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏ ନେଇ ଆଇଜି ପି.ସୁନ୍ଦର ରାଜଙ୍କ ସୂଚନା ଦେଇଛନ୍ତି।

Leave A Reply

Your email address will not be published.