ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୦୭ – ୦୩ – ୨୦୨୨ )

ମେଷ: କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ । ହଠାତ୍ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍।

ବୃଷ: କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଦେଖାଦେବ | ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ମହିଳାମାନେ ଚିନ୍ତିତ ରହିବେ । ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଭରା ଏଁ ହେବେ ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

କର୍କଟ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ ରାଜନୀତିରେ ପ୍ରଭାବଶାଳୀ ରହିବେ । ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା |

ଏଥିସହିତ ପଢ଼ନ୍ତୁ

ସିଂହ: ନୂତନ ଯୋଜନା କରି ସଫଳ ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି ।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି । ଚାକିରିରେ ଶତ୍ରୁବୃଦ୍ଧି ହେବେ । ରାଜନୀତିରେ ଚିନ୍ତାଜନକ ସ୍ଥିତି ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

ତୁଳା: କର୍ମକ୍ଷେତ୍ର ଉତ୍ସାହଜ ନକ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ । ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-କଳା ।

ବିଛା: ଆର୍ଥିକ ସ୍ତରରେ ପରିବର୍ତ୍ତନ ଆସିବ। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: ଦିନଟି ହର୍ମୋଲ୍ଲାସରେ କଟିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ସୁଖୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।

ମକର: ବ୍ୟୟ ବହୁଳତା ଓ ମନସ୍ତାପରେ ରହିବେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରିରେ ଅବହେଳା ରହିପାରେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲ୍‌ଭର୍ ।

କୁମ୍ଭ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ବେଶ୍‌ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।

ମୀନ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

Leave A Reply

Your email address will not be published.