ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଣ ଗୋଦାମରେ ଅଗ୍ନିକାଣ୍ଡ: ୮ ମୃତ, ୧୯ ଗୁରୁତର

ନୂଆଦିଲ୍ଲୀ: ତାମିଲନାଡୁ କାଞ୍ଚିପୁରମ୍‌ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ ଜଣକ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୧୯ ଜଣକ ମଧ୍ୟରୁ ୧୧ ଜଣ କାଞ୍ଚିପୁରମ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ଅନ୍ୟ ୮ ଜଣ ଅନ୍ୟାନ୍ୟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ଯାଏ ଅଗ୍ନିକାଣ୍ଡର କାରଣର ଜଣାପଡି ନାହିଁ।

Leave A Reply

Your email address will not be published.