ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୮-୦୯-୨୦୨୧ )

ମେଷ:ଦୃଢ ମନୋବଳ ପାଇଁ କାର୍ଯ୍ୟ ସଫଳ ହେବ। ସାଂସାରିକ ଉତ୍ତମ ବୁଝାମଣା ରହିବ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ବୃଷ:କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ଉତ୍ତେଜନା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ବିଦ୍ୟାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ମହିଳାମାନେ ଆଳସ୍ୟ ରହିବେ। ଚାକିରିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ସ୍ଥାୟୀତ୍ବ ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ଉତ୍ତମ ଆୟ ହେବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କନ୍ୟା:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ବିଦ୍ୟାର୍ଥୀମାନେ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ବ୍ୟୟାଧିକ କାରଣରୁ ଊଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ କାର୍ଯ୍ୟ ଭାର ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ବିଦ୍ୟାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କାର୍ଯ୍ୟ ସିଦ୍ଧି ସହ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ଚାକିରିରେ ନିଷ୍ଠା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର:ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ଅନୁଶାସନ ଭିତରେ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସମସ୍ୟା ଘେରରେ ରହିବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ହାନି ହୋଇପାରେ। ବିଦ୍ୟାର୍ଥୀ ହତୋତ୍ସାହିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଦିନଟି ସୁଖସନ୍ତୋଷ ଭିତରେ କଟିବ। ସାଂସାରିକ ଆର୍ଥିକ ଅଭିବୃଦ୍ଧି ହେବ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ବିଦ୍ୟାର୍ଥୀ ଉତ୍ସାହିତ ରହିଵେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.