ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ଯରେ ୧୯ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ସତର୍କ ସୂଚନା ଜାରି କରାଯାଇଛି ।

ସତର୍କ ସୂଚନା ଜାରି ହୋଇଥିବା ୧୯ ଜିଲ୍ଲାଗୁଡିକ ହେଲେ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟଗଡା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ, କଟକ, ଢେଙ୍କାନାଳ, ଅନୁଗୁଳ, ମୟିରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ  ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.