ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୩୧-୦୮-୨୦୨୧ )

ମେଷ:ପ୍ରତିକୂଳ ପରିସ୍ଥିତି ଦେଇ କାର୍ଯ୍ୟ ତୁଲାଇବେ। ସାଂସାରିକ ଅର୍ଥଚିନ୍ତା ରହିବ। ଚାକିରିରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ସିଲରଭ୍

ବୃଷ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବଢିବ। ଶିକ୍ଷାର୍ଥୀମାନେ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କୌଣସି ବଡ ଧରଣର ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି କରିବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଦିନଟି ଅନିଶ୍ଚିତତା ଭିତରେ ଗତି କରିବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ଦିନଟି ବ୍ୟସ୍ତତା ଭିତରେ କଟିବ। ପ୍ରଶାସନିକ ଗୁରୁତ୍ୱକାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:କର୍ମକ୍ଷେତ୍ର ମନ୍ଥର ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ସହଯୋଗ ପାଇ ଆଗେଇ ଚାଲିବେ। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଭ୍ରାତୃଭଗ୍ନୀଙ୍କ ସହଯୋଗ ପାଇବେ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ। ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.