ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଷ ପିଇବା ସହ ରଶି ଲଗାଇ ଆତ୍ମହତ୍ୟା କଲେ ଦମ୍ପତି, ଋଣ ବୋଝ ପାଇଁ ଆତ୍ମହତ୍ୟା ସନ୍ଦେହ

ଢେଙ୍କାନାଳ: ଢେଙ୍କାନାଳ ସଦରଥାନା ଅନ୍ତର୍ଗତ କାଙ୍କଡପାଳ ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ବିଶ ପିଇବା ସହ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଦମ୍ପତି। ମୃତ ଦମ୍ପତ୍ତି ହେଲେ ବିଶିକେଶନ ସାହୁ ଓ ମାମା ସାହୁ ।

ସୂଚନା ଅନୁଯାୟୀ, ଚଟାଣରେ ଆମେ ବିଶ ପିଇଛୁ ବୋଲି ଲେଖି ଆତ୍ମହତ୍ୟା କରିଛନ୍ତି। ଋଣ ଭାର ସହି ନ ପାରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଖବରପାଇ ଘଟଣାସ୍ଥଳରେ ସଦରଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.