ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ପୁଣି ଚାଞ୍ଚଲ୍ୟ: ଫ୍ୟାନରେ ଓଢଣୀ ଲଗାଇ ଇଞ୍ଜିନିୟରିଂ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ରାଜଧାନୀରେ ପୁଣି ଅଘଟଣ । ଜଣେ ବିଟେକ ପାସ ଆଉଟ ଛାତ୍ରୀଙ୍କ ଆତ୍ମହତ୍ୟା । ଚନ୍ଦ୍ରଶେଖରପୁର ଥାନା ରେଲୱେ କଲୋନୀ ଘଟଛି ଏଭଳି ଅଘଟଣ। ମୃତ ଛାତ୍ରୀଙ୍କ ନାଁ ଆର ଏନ ନିୟତି ନାୟକ । ବୟସ ୨୪ ବର୍ଷ  ବୋଲି ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ ଜଣା ପଡି ନାହିଁ । ଫ୍ୟାନରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି ଛାତ୍ରୀ । ଖବର ପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଜବତ କରି ଶବ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୁଲିସ । ମୃତ ଯୁବତୀଙ୍କ ବାପା ରେଳୱେ ସେକ୍ସନ ଇଂଜିନିୟର ଭାବେ କାର୍ଯ୍ଯରତ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.