ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭୁବନେଶ୍ୱର ରେଳ ଷ୍ଟେସନରୁ ୫ ଜଣିଆ ଲେଡି ଲୁଟେରା ଗ୍ୟାଙ୍ଗ ଠାବ

ଭୁବନେଶ୍ୱର : ଭୁବନେଶ୍ୱର ରେଳ ଷ୍ଟେସନରୁ ୫ ଜଣିଆ ଲେଡି ଲୁଟେରା ଗ୍ୟାଙ୍ଗ ଠାବ ହୋଇଛି। ଏହି ଗ୍ୟାଙ୍ଗର ୫ ଜଣଙ୍କୁ ଅଟକ ରଖିଲା ଆରପିଏଫ। ଚଳନ୍ତା ଟ୍ରେନ ଓ ଷ୍ଟେସନରେ ସେମାନେ ଚୋରି କରୁଥିଲେ। ସେମାନଙ୍କ ଠାରୁ ମହିଳାଙ୍କ ଭ୍ୟାନଟି ବ୍ୟାଗ, ସୁନା ଚେନ, ମୋବାଇଲ ସହ ଚୋରି ସାମଗ୍ରୀ ଜବତ କରାଯାଇଛି। ଗ୍ୟାଙ୍ଗର ଅନ୍ୟ ସଦସ୍ୟ ଏବଂ ଅପରାଧ ସଂପର୍କରେ ଆରପିଏଫ୍ ସେମାନଙ୍କୁ ପଚରାଉଚରା କରୁଛି।  ପଶ୍ଚିମବଙ୍ଗରୁ ଆସି ଚୋରି ଓ ଲୁଟ୍‌ପାଟ୍ କରୁଥିବା ଅଭିଯୋଗ ହୋଇଛି।

Leave A Reply

Your email address will not be published.