ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀର ନାମ ପରିବର୍ତ୍ତନକୁ ନେଇ ୫ଟି ସଚିବଙ୍କୁ ଦାବିପତ୍ର

ପୁରୀ : ପୁରୀ ନାମ ପରିବର୍ତ୍ତନକୁ ନେଇ ଦ୍ବିମତ ଦେଖାଦେଇଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ଏ ନେଇ ଦାବି ଜୋର ଧରିଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନାମ ପରିବର୍ତ୍ତନ ଆବଶ୍ୟକତା କଣ ଦରକାର ବୋଲି ପ୍ରଶ୍ନ ଉଠାଇଛନ୍ତି। ଏଭଳି ସ୍ଥିତିରେ ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ଭେଟି ଦାବିପତ୍ର ଦେଇଛି ଶ୍ରୀଜଗନ୍ନାଥ ସେନା । ଆଜି ସକାଳୁ ୫-ଟି ସଚିବ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀମନ୍ଦିର ଚତୁର୍ପାଶ୍ୱର ଉର୍ନତି କରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିଥିଲେ । ମନ୍ଦିର ଦର୍ଶନ ସାରି ଫେରିବା ସମୟରେ ଜଗନ୍ନାଥ ସେନା ପକ୍ଷରୁ ପୁରୀର ନାମ ପରିବର୍ତନ କରିବା ଲାଗି ଏକ ଦାବିପାତ୍ର ପ୍ରଦାନ କରାଯାଇଛି ।

Leave A Reply

Your email address will not be published.