ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭୁବନେଶ୍ବର ଜାଗମରାରେ ବଡ଼ ଧରଣର ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ବର ଜାଗମରାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ ଜିମର ମୁଖ୍ୟ ଦ୍ବାରରେ ନିଆଁ ଲାଗିଛି। ଜିମ ଅଲଟାଇମ ଫିଟନେସନର ଏହି ଅଗ୍ନିକାଣ୍ଡ ଘଟିଛି। ଜିମ ଭିତରେ ୨୨ ଜଣ ଫସିରହିଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Leave A Reply

Your email address will not be published.