ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରସାମ୍ଯ ହରାଇ ଗଛରେ ପିଟି ହେଲା ଭ୍ଯାନ୍‌: ୩ମୃତ, ୩୦ରୁ ଉର୍ଦ୍ଧ୍ବ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ କୁଟିବାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭ୍ଯାନର ଚକ ଫାଟିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି। ଫଳରେ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ଜଣାପଡ଼ିଛି। ଭ୍ୟାନ୍‌ରେ ଥିବା ୩୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ କୋଟଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.