ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ତ୍ରୀର ମାନ୍ୟତା ପାଇଁ ଥାନାରେ ଧାରଣାରେ ବସିଲେ ମହିଳା

ଭୁବନେଶ୍ୱର: ଟୁଙ୍ଗୁର ଭୋଳକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଏବେ ଶଙ୍କର କହଁର ଘଟଣା ସାମ୍ନାକୁ ଆସିଛି। ମହିଳାଙ୍କ ଜିଦ୍ ଯେ ମୋର ଶଙ୍କର କହଁର ଦରକାର। ସ୍ତ୍ରୀର ମାନ୍ୟତା ପାଇଁ ଥାନାରେ ଧାରଣାରେ ବସିଛନ୍ତି ମହିଳା ।  ସିଏ ବାହା ହେଲେ ବି ମୁଁ ତା ସହ ରହିବି ବୋଲି ଜିଦ୍ ଧରି ବସିଛନ୍ତି ମହିଳାଜଣକ ।

ମହିଳାଙ୍କ ଅଭିଯୋଗ ଯେ, ଶଙ୍କର କହଁର ମୋ ସହ ଶାରୀରିକ ସମ୍ପର୍କ ରଖିଛନ୍ତି ମାନେ ସେ ମୋତେ ବାହାହେବେ । ଏଭଳି ସାଙ୍ଘାତିକ ଅଭିଯୋଗ ଆଣି ନୟାପଲ୍ଲୀ ଥାନା ଆଗରେ ଧାରଣା ଦେଇଛନ୍ତି ମହିଳା ଜଣକ । ସେପଟେ ମହିଳାଙ୍କ ଅଭିଯୋଗ ଆଧାରରେ ଅଭିଯୁକ୍ତ ଶଙ୍କରକୁ ଗିରଫ କରିଛି ନୟାପଲ୍ଲୀ ପୁଲସ ।

Leave A Reply

Your email address will not be published.