ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା, ୯ ଜଣ କର୍ମଚାରୀ ଆହତ

ରାଉରକେଲା : ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା। ବ୍ଲାଷ୍ଟ ଫର୍ଣ୍ଣେସ- ୫ ରେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ୯ ଜଣ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି।

ଦୁର୍ଘଟଣା ପରେ ଆହତମାନଙ୍କୁ ଇସ୍ପାତ୍ ଜେନେରାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୮ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଗ୍ୟାସ ଲିକ ହୋଇ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.