ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତଙ୍କ ପରଲୋକ

ଭୁବନେଶ୍ୱର: ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ୨୬ ବର୍ଷ ବୟସରେ ପରଲୋକ ହୋଇଛି। ଅକ୍ଳାନ୍ତ ଏକ ମାସ ହେବ ଲିଭର ଜନିତ ରୋଗରେ ପିଡିତ ହୋଇ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ କଟକ ସତୀଚଉରା ଶ୍ମଶାନରେ ତାଙ୍କର ଶେଷକୃତ୍ଯ ସଂପନ୍ନ ହୋଇଛି। ଅଭିନେତା ଭାଇ ଅମ୍ଲାନ ତାଙ୍କୁ ମୁଖାଗ୍ନି ଦେଇଥିଲେ। ସୂଚନାଥାଉକି, ଗତ ବର୍ଷ ଜାନୁଆରୀରେ ଅଭିନେତା ମହିର ଦାସଙ୍କ ଦେହାନ୍ତ ଘଟିଥିଲା। ଠିକ୍ ଏକ ବର୍ଷ ପରେ ପୁଅ ଅକ୍ଲାନ୍ତଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.