ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ୫କେଜି ଲେଖାଏଁ ଚାଉଳ

ଭୁବନେଶ୍ବର: କରୋନା ମହାମରୀ ସମୟରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଗୁଆ ପଦକ୍ଷେପ। ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ  ଅତିରିକ୍ତ ୫ କେଜି ଚାଉଳ ମିଳବ। ମେ ଓ ଜୁନ ମାସରେ ଅତିରିକ୍ତ ଚାଉଳ ଯୋଗାଇବାକୁ ମୁଖ୍ଯମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି ।

ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହା ଦ୍ବାରା ୧୨ ଲଷ ହିତାଧିକାରୀ ଉପକୃତ ହେବେ। ଅତିରିକ୍ତ ଚାଉଳ ବାବଦ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।

Leave A Reply

Your email address will not be published.