ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ: ଦୈନିକ ସଂକ୍ରମଣ ୫ ଶହ ପାର୍‌, ଗତ ୨୪ ଘଣ୍ଟାରେ ୫୭୨ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.