ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା ଓ ସୁନ୍ଦରଗଡ଼। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.