ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଳବୈଶାଖୀ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ  ୫ ଜିଲ୍ଲାକୁ  ୟେଲା ୱାର୍ଣ୍ଣିଂ ଜାରି କରାଯଇଛି। ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.