ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶିଶୁ କନ୍ୟାକୁ ଜନ୍ମ ଦେଲେ ଆଲିଆ

ମୁମ୍ଵାଇ: ଶିଶୁ କନ୍ୟାର ପିତାମାତା ହୋଇଛନ୍ତି ରଣବୀର-ଆଲିଆ। ଏନେଇ ଆଲିଆ ଭଟ୍ଟ ଏକ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରିଛନ୍ତି । ଏହି ପୋଷ୍ଟରେ ସିଂହ-ସିଂହଳୀ ଏବଂ ଛୁଆର ଏକ କାର୍ଟୁନ୍ ଫଟୋ ସେୟାର କରାଯାଇଛି। ଫଟୋରେ ଲେଖା ହୋଇଛି-ଆମ ଜୀବନର ସର୍ବୋତ୍ତମ ଖବର। ଆମର ଶିଶୁ ଆସିଛି, ଏବଂ ଏହି ଶିଶୁ କନ୍ୟା ସଂପୂର୍ଣ୍ଣ ଯାଦୁଗରୀ। ଭାଗ୍ୟବାନ ଏବଂ ପିତାମାତା ହୋଇଛୁ ।

ଖବର ଅନୁଯାୟୀ, ଜୁନ୍ ମାସରେ, ଆଲିଆ ଏକ ଫଟୋ ଶେୟାର କରି ଗର୍ଭବତୀ ହେବାର ଖବର ଶେୟାର କରିଥିଲେ। ଆଜି ସକାଳେ ରଣବୀର-ଆଲିଆଙ୍କୁ ମୁମ୍ବାଇର ଏକ ଡାକ୍ତରଖାନା ବାହାରେ ଦେଖିବାକୁ ମିଳିଥିଲା।  ଏହି ଅବସରରେ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ଯନ୍ତ ଆଲିଆ-ରଣବୀର ବାପାମାଆ ହେବାକୁ ନେଇ ଶୁଭେଚ୍ଛା ଜଣେଇଛନ୍ତି।

Leave A Reply

Your email address will not be published.