ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା କଟକଣା: ରାଜଧାନୀରେ ସମସ୍ତ ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ଲାଗିବ ରୋକ୍- ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି। କରୋନା ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନକୁ ପୂର୍ବପରି ପୁଣି ଥରେ ବନ୍ଦ କରାଯିବା ଏ ନେଇ ବିଏମସି ପକ୍ଷରୁ ସୂଚନା ମିଳିଛି। ବିଭିନ୍ନ ଧର୍ମଗୁରୁଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ବିଏମ୍‌ସି।

ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ ଉପରେ ରୋକ୍ ଲାଗିପାରେ। ଧାର୍ମିକ ଅନୁଷ୍ଠାନରେ କେବଳ ନୀତିକାନ୍ତିକୁ ଅନୁମତି ମିଳିବ ବୋଲି ଜଣାପଡ଼ିଛି। ଏ ନେଇ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଗାଇଡ ଲାଇନ ବିଏମ୍‌ସି ପକ୍ଷରୁ ଜାରି କରାଯିବ।

Leave A Reply

Your email address will not be published.