ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ ଗେଟ୍‌, ମୋଟ ୧୨ଟି ଗଟ ଦେଇ ଜଳ ନିଷ୍କାସନ ଜାରି

ସମ୍ୱଲପୁର: ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ହୀରାକୁଦରୁ ଖୋଲିଲା ଆଉ ୬ଟି ଗେଟ୍ । ପୂର୍ବରୁ ୬ଟି ଗେଟ୍ ଖୋଲାଯାଇଥିବା ବେଳେ ମୋଟ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୨ ଲକ୍ଷ ୬୦ ହଜାର ୬୦୯ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ବର୍ତ୍ତମାନ ୧ ଲକ୍ଷ ୨୭ ହଜାର ୧୯୪ ଘନଫୁଟ ଜଳ ନିଷ୍କାସିତ ହେଉଛି । ହୀରାକୁଦର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ, ବର୍ତ୍ତମାନ ନଦୀବନ୍ଧର ଜଳସ୍ତର ୬୨୭. ୮୩ ଫୁଟରେ ପହଞ୍ଚିଛି ।

Leave A Reply

Your email address will not be published.