bitcoin
Bitcoin (BTC) 2,286,065.02 0.78%
ethereum
Ethereum (ETH) 142,274.88 6.62%
tether
Tether (USDT) 77.50 0.00%
usd-coin
USD Coin (USDC) 77.59 0.11%
bnb
BNB (BNB) 24,022.52 5.29%
xrp
XRP (XRP) 30.48 3.23%
binance-usd
Binance USD (BUSD) 77.66 0.21%
cardano
Cardano (ADA) 37.52 6.12%
solana
Solana (SOL) 3,425.14 9.29%
dogecoin
Dogecoin (DOGE) 6.10 5.85%

ଆଉ ଜଣେ ରସିକିଆ ଡାକ୍ତରଙ୍କୁ ବାନ୍ଧିଲା ମହିଳା ଥାନା ପୁଲିସ, ଏକାଧିକ ବିବାହ କରିଥିବା ଅଭିଯୋଗ

ଭୁବନେଶ୍ବର : ଆଉ ଜଣେ ରସିକିଆ ଡାକ୍ତରଙ୍କୁ ବାନ୍ଧିଛି ମହିଳା ଥାନା ପୁଲିସ। ଏକାଧିକ ଝିଅଙ୍କୁ ବିବାହ କରି ଠକିବା ଅଭିଯୋଗରେ କଟକ ଏସ୍‌ସିବି ମେଡିକାଲ୍‌ର ଡାକ୍ତର ଆଶିଷ ପଟ୍ଟନାୟକଙ୍କୁ ଗିରଫ କରିଛି ମହିଳା ଥାନା ପୁଲିସ।ପାହାଳ ନିକଟରୁ ତାଙ୍କୁ ଗିରଫ କରିଛି ପୁଲିସ ।

କଟକ ଏସ୍‌ସିବି ମେଡିକାଲ୍‌ର ଡାକ୍ତର ଆଶିଷ ପଟ୍ଟନାୟକ ଏବେ ସୁଦ୍ଧା ୪ ଜଣଙ୍କୁ ବିବାହ କରିସାରିଛନ୍ତି। ଏନେଇ ତୃତୀୟ ପତ୍ନୀଙ୍କ ଅଭିଯୋଗ ପରେ ମହିଳା ଥାନା ପୁଲିସ ଡାକ୍ତର ଆଶିଷ ପଟ୍ଟନାୟକଙ୍କୁ ଗିରଫ କରିଛି । ପାହାଳ ନିକଟସ୍ଥ ଏକ ହସ୍ପିଟାଲରୁ ତାଙ୍କୁ ଗିରଫ କରାଯାଇଛି । ତେବେ ଡାକ୍ତରଙ୍କ ବିରୋଧରେ ମିଛ ବାହାଘର ଯୋଗେ ପତ୍ନୀଙ୍କୁ ଠକିଥିବା ଅଭିଯୋଗ ରହିଛି ।

Leave a comment