ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ଭାରତୀୟ ବାୟୁ ସେନା ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ସୁରକ୍ଷିତ

ଜୟପୁର: ରାଜସ୍ଥାନର ଜୈସଲମେରରେ ଭାରତୀୟ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜୈସେଲମେରର ଜବାହାର ନଗରରେ ଏଭଳି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପାଇଲଟ୍ ସୁରକ୍ଷିତ ଥିବା ସୂଚନା ରହିଛି ।

Article Bottom (Mobile Only)

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ସେନା ବିମାନଟି ହେଲା LCA ଯଥା ଲାଇଟ କମ୍ବାଟ୍ ଏୟାରକ୍ରାଫ୍ଟ ତେଜସ୍। ଦୁର୍ଘଟଣା ସମୟରେ ବିମାନଟି ଅପରେସନାଲ ଟ୍ରେନିଂରେ ଥିଲା । ସଠିକ୍ ସମୟରେ ପାଇଲଟ ଜଣକ ପ୍ଲେନରୁ ଡେଇଁ ପଡିବା କାରଣରୁ ତାଙ୍କ ଜୀବନ ବଞ୍ଚିଯାଇଛି । ଦୁର୍ଘଟଣା ପରେ ଏହି ମାମଲାରେ କୋର୍ଟ ଅଫ୍ ଇନକ୍ୱାରୀ କରିବାକୁ ସେନା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.