ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ASO ଚୟନ ଅନିୟମିତତା ମାମଲା: ଓପିଏସସି ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି, ମେରିଟ ଲିଷ୍ଟ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ବର: ASO ଚୟନ ମେରିଟ  ଲିଷ୍ଟ କାଏମ୍‌ ରଖିଛନ୍ତି ହାଇକୋର୍ଟ । ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ ।  ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ଦିଆଯାଇଛି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ୨ ଜଣିଆ ଖଣ୍ଡପୀଠ।

Leave A Reply

Your email address will not be published.