ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହକି ବିଶ୍ବକପ ୨୦୨୩: ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କଲା ଅଷ୍ଟ୍ରେଲିଆ

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ଅଷ୍ଟ୍ରେଲିଆ ପ୍ରଥମ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ଅଷ୍ଟ୍ରେଲିଆ ୪-୩ ଗୋଲ୍‌ରେ ସ୍ପେନ୍‌କୁ ପରାସ୍ତ କରି ପ୍ରଥମ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ଅଷ୍ଟ୍ରେଲିଆ ଆସନ୍ତା ୨୭ ତାରିଖ‌େ ‌ସେମିଫାଇନାଲ ଖେଳିବ। ଆସନ୍ତାକାଲି ଇଂଲଣ୍ଡ ଓ ଜର୍ମାନି ମଧ୍ୟରେ ଖେଳାଯିବାକୁ ଥିବା କ୍ବାର୍ଟର ଫାଇନାଲର ବିଜେତା ଟିମ୍‌ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ।

Leave A Reply

Your email address will not be published.