ଶନିବାର ରାଶିଫଳ ( ୧୭ -୦୪-୨୦୨୧ )
ମେଷ:ଦିନଟି ଏକ ସଙ୍ଗେ ଧନସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍ ବୃଷ:ଚନ୍ଦ୍ରଙ୍କ ସ୍ବ-ପାରଗମନ ହେତୁ ଅନୁକୂଳ ପରିସ୍ଥିତି ରହିବ। ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ଲୋକସମ୍ପର୍କ…