ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହିନ୍ଦୋଳରେ ଡ୍ୟୁଟି ବେଳେ ଜଣେ ପୋଲିଂ…

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବାହାଳୁଣ୍ଡା ବୁଥରେ ପୋଲିଂ ଏଜେଣ୍ଟ ଶୁକଦେବ ପଟ୍ଟନାୟକଙ୍କ ମୃତ୍ୟୁ। ହିନ୍ଦୋଳ ବିଧାନସଭା ପାଇଁ ମତଦାନ ଚାଲିଥିଲା ବେଳେ ଅସହ୍ୟ ଖରା ଏବଂ ଗରମ ପାଇଁ ସେ ପ୍ରଥମେ ଅଚେତ୍ ହୋଇ ପଡ଼ିଥିଲେ। ହିନ୍ଦୋଳ ନୁଆବଗ ପଞ୍ଚାୟତ ବାହାକୁଣ୍ଡା ବୁଥ ନମ୍ବର ୧୩୬ରେ କାର୍ଯ୍ୟରତ…

ମତଦାନ କେନ୍ଦ୍ରକୁ ମୋବାଇଲ ମନା, ଅସନ୍ତୋଷ…

ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ଜାରି ରହିଛି। ତେବେ  ମତଦାନ କେନ୍ଦ୍ରକୁ ମୋବାଇଲ ଓ ସ୍ମାର୍ଟ ୱାଚ ମନାକୁ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ଭୋଟର । ଦୀର୍ଘ ସମୟ ଅପେକ୍ଷା ପରେ ବି ଭୋଟ ନ ଦେଇ ଫେରୁଛନ୍ତି । ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି ।…

ଅନୁନ୍ନତ ଜନଜାତି ସମୁଦାୟ…

କେନ୍ଦୁଝର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଏହି କ୍ରମରେ ଆଜି ସାରା କେନ୍ଦୁଝର ଦେଇଛି ଭୋଟ।  ମତଦାନକୁ ଅଧିକ କରିବା ପାଇଁ ପ୍ରଶାସନ ପକ୍ଷରୁ…

ଭୋଟ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶରେ ୬ଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଦାନ ଜାରି ରହିଥିବାବେଳେ ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ମତଦାନ କରିଛନ୍ତି। ସେ ଦିଲ୍ଲୀର ଏକ ମତଦାନ କେନ୍ଦ୍ରକୁ ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ସେହିପରି ଉପରାଷ୍ଟ୍ରପତି ଜଗଦୀପ ଧନଖଡ ମଧ୍ୟ ଭୋଟ ଦେଇଛନ୍ତି। ସେ…

ଭୋଟ୍ ଦେଲେ ବିଜେଡି ସୁପ୍ରିମୋ ନବୀନ…

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ। ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ଏରୋଡ୍ରମ୍‌‌ ୟୁପି ସ୍କୁଲ କେନ୍ଦ୍ରରେ ଭୋଟ ଦେଇଛନ୍ତି। ଏହାପରେ ସେ ସେଲଫି…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି:…

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ।  ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩…

ଆଜି ବାତ୍ୟାର ରୂପ ନେବ ଅବପାତ: ରାଜ୍ୟର ୪…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଶକ୍ତିଶାଳୀ ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ରାତି ସୁଦ୍ଧା ଏହା ଭୀଷଣ ରୂପ ନେଇ ଉତ୍ତର ଦିଗକୁ ଗତି କରିବ। ୨୬ ତାରିଖ ମଧ୍ୟରାତିରେ ବାତ୍ୟା ‘ରେମଲ୍‌’ ସାଗର…

ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ…

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ…

ଲୋକସଭା ନିର୍ବାଚନ: ଷଷ୍ଠ ପର୍ଯ୍ୟାୟରେ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ୫ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ ସାରିଲାଣି। ଷଷ୍ଠ ପର୍ଯ୍ୟାୟ ପାଇଁ ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୫୮ଟି ସଂସଦୀୟ କ୍ଷେତ୍ରରେ  ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ କୃଷ୍ଣପାଲ୍ ସିଂହ ଗୁଜ୍ଜର, ରାଓ ଇନ୍ଦ୍ରଜିତ ସିଂହଙ୍କ ସମେତ ତିନି…

 ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ…

ଭୁବନେଶ୍ୱର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇ ଯାଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଉପରୋକ୍ତ ଆସନଗୁଡ଼ିକରେ ବିଭିନ୍ନ ଦଳର ବହୁ ହେଭିୱେଟ ପ୍ରାର୍ଥୀ ମଇଦାନରେ ଅଛନ୍ତି।…