ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ…
ଭୁବନେଶ୍ବର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ କୋଭିଡ୍-୧୯ ପଜିଟିଭ୍ ହୋଇଥିବା ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଟୁଇଟ୍ କରି ଦିଲୀପ ରାୟ ଲେଖିଛନ୍ତି, କୋଭିଡ୍-୧୯ର ପ୍ରାରମ୍ଭିକ ଲକ୍ଷଣ ଜଣାପଡ଼ିବା ପରେ ମୁଁ ପରୀକ୍ଷା କରାଇଲି ଏବଂ ତାହା ପଜିଟିଭ୍ ଆସିଛି ବୋଲି ଗତକାଲି…