ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ଛୁଆଙ୍କୁ ରାଲିରେ ବୁଲାଇଲେ…

ଭୁବନେଶ୍ବର : ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ବିଜେପିର ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଜଣେ ଶିକ୍ଷିତ ମହିଳାହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନର ଧଜିଆ ଉଡାଉଛନ୍ତି।…

ରାହୁଲଙ୍କ ଓଡ଼ିଶା ଗସ୍ତ କଂଗ୍ରେସ…

ଭୁବନେଶ୍ୱର : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶା ଗସ୍ତରେ ଆସି ସାଲେପୁରରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ଗସ୍ତ ଓଡ଼ିଶା କଂଗ୍ରେସର ନିର୍ବାଚନ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର।…

ତାତି ବଢ଼ାଉଛି ସ୍ବାସ୍ଥ୍ୟ ସମସ୍ୟା :…

ନୂଆଦିଲ୍ଲୀ : ସାରା ବିଶ୍ବରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଅନ୍ୟ ସମସ୍ୟା ସହିତ ସ୍ବାସ୍ଥ୍ୟ ସମ୍ବନ୍ଧିତ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଏକ ନୂଆ ଗବେଷଣାରୁ ଚିନ୍ତାଜନକ ରିପୋର୍ଟ ପ୍ରକାଶ ପାଇଛି। ତାପମାତ୍ରା ନାଟକୀୟ ଭାବେ ବୃଦ୍ଧି ପାଇବା ଯୋଗୁଁ ବ୍ରେନ୍‌ ଷ୍ଟ୍ରୋକ୍‌…

ଟି-୨୦ ବିଶ୍ବକପ୍‌ ପୂର୍ବରୁ ପାକିସ୍ତାନର…

ନୂଆଦିଲ୍ଲୀ : ସମସ୍ତ ଦଳ ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ମେଗା ଇଭେଣ୍ଟ ପୂର୍ବରୁ ପାକିସ୍ତାନ ଦଳ ମଧ୍ୟ ଏକ ବଡ ପରିବର୍ତ୍ତନ କରିଛି। ବିଶ୍ୱକପରେ ଭାରତକୁ ବିଜୟୀ କରାଇଥିବା କୋଚ୍ ଗ୍ୟାରୀ କ୍ରିର୍ଷ୍ଟେନଙ୍କୁ ପାକିସ୍ତାନ ଦଳ ଏବେ ତାର କୋଚ୍‌ କରିବାକୁ ନିଷ୍ପତ୍ତି ନେଇଛି। ଉଭୟ…

ଲୋକନୃତ୍ୟକୁ ପୁନରୁଦ୍ଧାର କରିବାକୁ…

ଭୁବନେଶ୍ୱର : ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ରାଜ୍ୟର ୩ଟି ଜିଲ୍ଲାରେ ଖୋଲିବ ଲୋକନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର। ଏଥିପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ। ଏହାଦ୍ୱାରା ଜିଲ୍ଲାର ୩୦ଜଣ କଳାକାର ବର୍ଷତମାମ ପ୍ରଶିକ୍ଷଣ ପାଇବେ। ୨ଜଣ ଦକ୍ଷ ଗୁରୁ ସେମାନଙ୍କୁ…

ରାଜ୍ୟରେ ତାତିର ରାଜୁତି : ଆଜି ପୁଣି ୪୩…

ଭୁବନେଶ୍ୱର : ଘର ବାହାରେ ମୁଣ୍ଡଫଟା ଖରା; ଭିତରେ ପ୍ରବଳ ଗରମ, ଗୁଳୁଗୁଳି। କାନ୍ଥ, ଛାତ, ଶେଯ ସବୁ ତାତି ଯାଉଛି। ଫ୍ୟାନ୍‌ ତ ଦୂରର କଥା, କୁଲର୍‌ ବି କାମ କରୁନି। ନିଆଁ ହୁଳା ଭଳି ସେଥିରୁ ବାହାରୁଥିବା ଗମଗମ ପବନ ଦେହମୁଣ୍ଡକୁ ଅଥୟ କରିପକାଉଛି। ତେଣୁ ଶାନ୍ତିରେ ନା ବସି ହେଉଛି ନା ଟିକିଏ ଶୋଇ ହେଉଛି।…

UPSC ସିଭିଲ ସର୍ଭିସେସ୍ ପରୀକ୍ଷାରେ…

ରାଉରକେଲା : ୟୁପିଏସସି ସିଭିଲ ସର୍ଭିସେସ୍ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଉରକେଲା ଏନଆଇଟିର ୪ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ରାଉରକେଲା ଏନଆଇଟିର ଭୁବନେଶ୍ବର ଅଡିଟୋରିୟମରେ ଆୟୋଜିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଏନଆଇଟି ରାଉରକେଲାର ନିର୍ଦ୍ଦେଶକ ପ୍ରଫେସର କେ…

ନିର୍ବାଚନ ପ୍ରଚାର ଓ ଖରାର ଉଷ୍ଣତା ଭିତରେ…

ଭୁବନେଶ୍ୱର : ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାରର ଉଷ୍ଣତା ମଧ୍ୟରେ ପଖାଳର ମଜ୍ଜା ନେଇଛନ୍ତି ୫ଟି ଅଧକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକସଭାର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ଭୋଧିତ…

ନବୀନ ବାବୁ ପରିବାରର ମୁଖିଆ, ଆପଣମାନଙ୍କ…

କଳାହାଣ୍ଡି : ଖରା ଗରମ ଯେମିତି ବଢି ବଢି ଚାଲିଛି, ନିର୍ବାଚନ ପ୍ରଚାରର ଉତ୍ତାପ ମଧ୍ୟ ସେହିପରି ବଢି ବଢି ଚାଲିଛି । ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକସଭା ପ୍ରାର୍ଥୀ  ଲମ୍ବୋଦର ନିଆଲ, ଲାଞ୍ଜିଗଡ଼ରେ ବିଧାନସଭା ପ୍ରାର୍ଥୀ…

ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ…

ପାଟକୁରା : କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ୍‌ ଜହ୍ନିମୂଳ ଗାଁରେ ଘଟିଛି ଅଭାବନୀୟ ଘଟଣା। ବଜ୍ରାଘାତରେ ମାଆ ଓ ପୁଅଙ୍କ ମୃତ୍ୟୁ ହୋଇଛି। ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ଅଚାନକ ବର୍ଷା ସହ ବଜ୍ରଘାତ ହେବାରୁ ମାଆ-ପୁଅଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନାମୁତାବକ…