ଛେଳିଙ୍କ ବୟସ ଜାଣିବାର ସହଜ ଉପାୟ
ଡ. ନିରାକାର ଜେନା : ଆମ ରାଜ୍ୟରେ କିଛି ଲୋକ ଛେଳିପାଳନ କରି ଗୁଜୁରାଣ ମେଣ୍ଟାନ୍ତି। ବେଳେ ବେଳେ ଚାଷୀ ଭାଇମାନେ ଛେଳିମାନଙ୍କର ବୟସ ସଠିକ୍ ଭାବରେ ନିରୂପଣ କରି ନ ପାରି ବୟସ୍କ ଛେଳି କିଣି ଠକାମିର ଶିକାର ହୋଇଥାଆନ୍ତି। ତେବେ ଛେଳି ପାଳନରେ ଲାଭ ପାଇବା ପାଇଁ ହେଲେ ଠିକ୍ ପ୍ରଜାତି ଓ କମ୍ ବୟସର ଛେଳି…