ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟ୍ରକ-ଟେମ୍ପୋ ମୁହାଁମୁହିଁ ଧକ୍କା: ୨ମୃତ ଓ ୨ ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଲରେ ଦୁଇ ଜଣ ଟେମ୍ପୋ ଆରେହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାର ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତମାନେ ଶିଶକେଳା ଗାଁର ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ସେମାନେ ଏକ ଟେମ୍ପୋରେ କୁଇକେଡା ମାର୍କେଟକୁ ଆସୁଥିବା ବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

Leave A Reply

Your email address will not be published.