ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପେସ୍କ ସଂପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗିର:ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପେସ୍କ ସଂପାଦକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ସୋନପୁର ଜିଲ୍ଲା ଚାରଭଟା ପେସ୍କ ସଂପାଦକ ମସୁଦ ମହମ୍ମଦଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗିର ସାଲେପାଲି ସ୍ଥିତ ନିଜ ବାସଭବନ ଓ ଚାରଭଟ୍ଟାରେ ଥିବା ତାଙ୍କ ପେସ୍କ କାର୍ଯ୍ୟାଳୟରେ ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

ବଲାଙ୍ଗିର, ସୋନପୁର, ବରଗଡ଼ ଏଂ ସମ୍ବଲପୁରର ଭିଜିଲାନସ ଡିଭିଜନର ଟିମ୍‌ ଏହି ରେଡ୍‌ରେ ସାମିଲ ହୋଇଛନ୍ତି। ରେଡ୍ ପରେ ସମ୍ପତ୍ତିର ଆକଳନ କରାଯାଉଛି ।

Leave A Reply

Your email address will not be published.