ନବମ ଓ ଦଶମ ଶ୍ରେଣୀ ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’ । ନବମ ଓ ଦଶମ ଶ୍ରେଣୀ ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’ । ସୂଚନା ମୁତାବକ ମାତୃଭାଷା ଓଡ଼ିଆ ବିଷୟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନିତ କରିଛନ୍ତି ।

Leave a comment
The Sakala ପ୍ରତି ମୁହୂର୍ତର ଖବର ଆପଣଙ୍କୁ ଦେଖାଇବାକୁ ଆମକୁ ଅନୁମତି ଦିଅନ୍ତୁ |
Dismiss
Allow Notifications