ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନୂଆଖାଇରେ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ବର:  ସେପ୍ଟେମ୍ବର ୧ରେ ନୂଆଖାଇ । ପଶ୍ଚିମ ଓଡିଶାର ଗଣପର୍ବକୁ ଆଖିରେ ରଖି ଏହି ଦିନ ରାଜ୍ଯର ସମସ୍ତ ବ୍ଯାଙ୍କ ବନ୍ଦ ରଖାଯିବାକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବ୍ୟାଙ୍କ ଓ ଅନ୍ୟ ବିତ୍ତୀୟ ସଂସ୍ଥା ମଧ୍ଯ ବନ୍ଦ ରହିବ।  ଏ ନେଇ ରାଜସ୍ୱ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।

 

Leave A Reply

Your email address will not be published.