ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜୁଲାଇ ୮ରେ ବନ୍ଦ ରହିବ ବ୍ୟାଙ୍କ, ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

Leave A Reply

Your email address will not be published.