ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଇକକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍; ୨ମୃତ ଓ ଜଣେ ଗୁରୁତର‌

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାରିପଦା ସହର ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡି ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ଯୁ ଘଟିଛି।

ସୂଚନା ଅନୁଯାୟୀ,  ଗୋଟିଏ ମୋଟର ସାଇକେଲରେ ୩ଜଣ ଯାଉଥିବା ବେଳେ ପଛପଟୁ ଗୋଟେ ବାଲି ବୋଝେଇ ମିନି ଟ୍ରକ ଧକ୍କା ଦେଇଥଇଲା। ଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଘଟଣା ସ୍ଥଳରେ ବାରିପଦା ଟାଉନ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Leave A Reply

Your email address will not be published.