ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀ ଭୁବନେଶ୍ବରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଚିହ୍ନଟ ହେଲେ ଆଉ ୪୫୧ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୫୧ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୯୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୫ ହଜାର ୩୪୧ ରେ ପହଞ୍ଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
EzLSv VVIA4k2LH scaled

Leave A Reply

Your email address will not be published.